ସେପ୍ଟେମ୍ବର ୩ରେ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ, ଗଠିତ ହେବ ସବ୍ କମିଟି

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ।

New Project (8)

ପୁରୀ: ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହ ଏକ ସବ କମିଟି ଗଠନ କରାଯିବ।

ଗତ ମେ ମାସ ୨୬ ତାରିଖରେ ଅନୁଷ୍ଠିତ ହୋଇଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ଉଚ୍ଚସ୍ତରୀୟ ପ୍ରଶାସନିକ ବୈଠକର ବିବରଣୀକୁ ଦୃଢ଼ୀକରଣ କରାଯିବ। ଆସନ୍ତା ୧୫ ତାରିଖରେ ନାଟମଣ୍ଡପ ଧାଡ଼ିଦର୍ଶନ ବ୍ୟବସ୍ଥା ଲାଗୁ ନେଇ ହୋଇପାରେ ଆଲୋଚନା । ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରଣ ଓ ଗଣତିମଣତି ନେଇ ହୋଇପାରେ ଆଲୋଚନା। ସେପ୍ଟେମ୍ବର ୨ ତାରିଖରେ ଛତିଶା ନିଯୋଗ ବୈଠକ ହେବ। ପରଦିନ ଅର୍ଥାତ୍ ୩ ତାରିଖରେ ଚନ୍ଦ୍ର ଗ୍ରହଣ ନୀତିନିର୍ଘଣ୍ଟକୁ ମୋହର ମାରିବ ନୂତନ ପରିଚାଳନା କମିଟି।

ଗତ ମେ ମାସ ୨୬ ତାରିଖରେ ଅନୁଷ୍ଠିତ ହୋଇଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ଉଚ୍ଚସ୍ତରୀୟ ପ୍ରଶାସନିକ ବୈଠକର ବିବରଣୀକୁ ଦୃଢ଼ୀକରଣ କରାଯିବ। ଆସନ୍ତା ୧୫ ତାରିଖରେ ନାଟମଣ୍ଡପ ଧାଡ଼ିଦର୍ଶନ ବ୍ୟବସ୍ଥା ଲାଗୁ ନେଇ ହୋଇପାରେ ଆଲୋଚନା । ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରଣ ଓ ଗଣତିମଣତି ନେଇ ହୋଇପାରେ ଆଲୋଚନା। ସେପ୍ଟେମ୍ବର ୨ ତାରିଖରେ ଛତିଶା ନିଯୋଗ ବୈଠକ ହେବ। ପରଦିନ ଅର୍ଥାତ୍ ୩ ତାରିଖରେ ଚନ୍ଦ୍ର ଗ୍ରହଣ ନୀତିନିର୍ଘଣ୍ଟକୁ ମୋହର ମାରିବ ନୂତନ ପରିଚାଳନା କମିଟି। ପରଦିନ ଅର୍ଥାତ୍ ୩ ତାରିଖରେ ଚନ୍ଦ୍ର ଗ୍ରହଣ ନୀତିନିର୍ଘଣ୍ଟକୁ ମୋହର ମାରିବ ନୂତନ ପରିଚାଳନା କମିଟି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe