ହରିୟାଣା ଓ ଜମ୍ମୁ ଓ କଶ୍ମୀରରେ ଭୋଟ ଗଣତିର ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଲା

ହରିୟାଣା ଓ ଜମ୍ମୁ ଓ କଶ୍ମୀରରେ ହୋଇଥିବା ନିର୍ବାଚନର ଭୋଟ ଗଣତି ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଏଥିରେ ହରିୟାଣା  କଂଗ୍ରେସ ଆଗରେ ରହିଛି। ଅପରପକ୍ଷରେ ଜମ୍ମୁ ଓ କଶ୍ମୀରରେ ବିଜେପି ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଚାଲିଛି।

d9499076-0471-4f27-beb6-28a9ea629265

ନୂଆଦିଲ୍ଲୀ: ହରିୟାଣା ଜମ୍ମୁ କଶ୍ମୀରରେ ହୋଇଥିବା ନିର୍ବାଚନର ଭୋଟ ଗଣତି ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଏଥିରେ ହରିୟାଣା  କଂଗ୍ରେସ ଆଗରେ ରହିଛି। ଅପରପକ୍ଷରେ ଜମ୍ମୁ କଶ୍ମୀରରେ ବିଜେପି ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଚାଲିଛି।  ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିଲା

ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ତାରିଖରେ ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ଭୋଟ୍ଗ୍ରହଣ ହୋଇଥିଲା ଅନ୍ୟପକ୍ଷେ ଜମ୍ମୁ କଶ୍ମୀରରେ ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫ ଏବଂ ଅକ୍ଟୋବର ତାରିଖରେ ତିନିଟି ପର୍ଯ୍ୟାୟରେ ଭୋଟ୍ଗ୍ରହଣ ହୋଇଥିଲା ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାପରେ ପ୍ରଥମ ଥର ପାଇଁ ସେଠାରେ ବିଧାନସଭା ନିର୍ବାଚନ ହୋଇଛି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe