୧୨ ବର୍ଷୀୟ ନାବାଳିକା ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବନ୍ଧା ହେଲେ ଫରେଷ୍ଟର

Advertisment

ଜଣେ ୧୨ ବର୍ଷୀୟ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ପଦ୍ମପୁର ଥାନା ପୁଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ପୁଲିସ ନରସିଂହଙ୍କୁ ଗିରଫ କରି ପଦ୍ମପୁର ଆଣି କେସ ନଂ ୪୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

Updated On

ଜଣେ ୧୨ ବର୍ଷୀୟ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ପଦ୍ମପୁର ଥାନା ପୁଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ପୁଲିସ ନରସିଂହଙ୍କୁ ଗିରଫ କରି ପଦ୍ମପୁର ଆଣି କେସ ନଂ ୪୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଅଦ୍ୟତନ ହୋଇଛି
arrest
ରାୟଗଡ଼ା: ଜଣେ ୧୨ ବର୍ଷୀୟ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ପଦ୍ମପୁର ଥାନା ପୁଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)।

ନରସିଂହ ପାତ୍ର ଗୁଡ଼ାରୀ ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନରେ ଫରେଷ୍ଟର ଭାବେ କାର୍ଯ୍ୟରତ। ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ନରସିଂହ ତାଙ୍କ ଘର ପଡ଼ିଶାରେ ଅଜା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡାକି ଦୁଷ୍କର୍ମ ଉଦ୍ୟମ କରିଥିଲେ। ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ନାବାଳିକାଙ୍କ ପରିବାର ବର୍ଗଙ୍କୁ ଜଣାଇଥିଲେ। ପରିବାରବର୍ଗ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଗ୍ରାମବାସୀ ନରସିଂହଙ୍କୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୁଲିସ ସୂଚନା ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରୁ ନରସିଂହଙ୍କୁ ଗିରଫ କରି ପଦ୍ମପୁର ଆଣି କେସ ନଂ ୪୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ନରସିଂହ ପାତ୍ର ଗୁଡ଼ାରୀ ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନରେ ଫରେଷ୍ଟର ଭାବେ କାର୍ଯ୍ୟରତ। ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ନରସିଂହ ତାଙ୍କ ଘର ପଡ଼ିଶାରେ ଅଜା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡାକି ଦୁଷ୍କର୍ମ ଉଦ୍ୟମ କରିଥିଲେ। ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ନାବାଳିକାଙ୍କ ପରିବାର ବର୍ଗଙ୍କୁ ଜଣାଇଥିଲେ। ପରିବାରବର୍ଗ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ।
ଏହା ପରେ ଗ୍ରାମବାସୀ ନରସିଂହଙ୍କୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୁଲିସ ସୂଚନା ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରୁ ନରସିଂହଙ୍କୁ ଗିରଫ କରି ପଦ୍ମପୁର ଆଣି କେସ ନଂ ୪୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି।
crime
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe