ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି: ୪ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

Advertisment

ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। 

ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। 

Mohan Majhi1
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। 

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ  ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଥିଲାl ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା l 

କ୍ୟାବିନେଟ୍‌ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବ ନେଇ ଆଲୋଚନା କରାଯାଇଥିଲା। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ  ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଥିଲାl ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା l 
CM Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe