ରାଜନଗରରେ ଚାଞ୍ଚଲ୍ୟ: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଲା ପୁଲିସ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଚାଞ୍ଚଲ୍ୟ। ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିବା ଜଣାଯାଇଛି।

Untitled

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଚାଞ୍ଚଲ୍ୟ। ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିବା ଜଣାଯାଇଛି।

ଗତ ରାଖୀ ପୂର୍ଣ୍ଣିମା ଦିନ ପୀଡ଼ିତାଙ୍କୁ ସଂପର୍କୀୟ ପିଉସା ଥଣ୍ଡା ପିଆଇବା ଲାଗି ପାଖ ଦୋକାନକୁ ନେଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୪ ଯୁବକ ଛାତ୍ରୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ।  ସଂପର୍କୀୟ ପିଉସା ବି ଦୁଷ୍କର୍ମ କରିଥିଲେ। ଗତକାଲି ରାତି ପ୍ର‌ାୟ ୧୧ଟାରେ ଏନେଇ ରାଜନଗର ଥାନାରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯିବା ପରେ ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିଲା। ସେମାନଙ୍କୁ ପଚରାଉଚରା କରିବା ସହ ତଦନ୍ତ ଜାରି ର୍ଖିଛି ପୁଲିସ।

ସୂଚନା ଅନୁସାରେ, ଗତ ରାଖୀ ପୂର୍ଣ୍ଣିମା ଦିନ ପୀଡ଼ିତାଙ୍କୁ ସଂପର୍କୀୟ ପିଉସା ଥଣ୍ଡା ପିଆଇବା ଲାଗି ପାଖ ଦୋକାନକୁ ନେଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୪ ଯୁବକ ଛାତ୍ରୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ। ସଂପର୍କୀୟ ପିଉସା ବି ଦୁଷ୍କର୍ମ କରିଥିଲେ। ଗତକାଲି ରାତି ପ୍ର‌ାୟ ୧୧ଟାରେ ଏନେଇ ରାଜନଗର ଥାନାରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯିବା ପରେ ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିଲା। ସେମାନଙ୍କୁ ପଚରାଉଚରା କରିବା ସହ ତଦନ୍ତ ଜାରି ର୍ଖିଛି ପୁଲିସ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe