ମାଲବାହୀ ଟ୍ରେନର ଚାରିଟି ବଗି ଲାଇନଚ୍ୟୁତ, କୌଣସି କ୍ଷତି ଘଟିନଥିବା ସୂଚନା

ସୁନ୍ଦରଗଡ଼ ଜିଲ୍ଲା ବିମିଲାଗଡ଼ ରେଲୱେ ଷ୍ଟେସନ ଡ୍ୟାମ୍ ବସ୍ତି ନିକଟରେ ମାଲବାହୀ ଟ୍ରେନ୍ ର ଚାରୋଟି ବଗି ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍ ( ବିଓଏସ୍ ଏମ୍ ୭୭୯) ଟ୍ରେନ୍ ରକ୍ସି ରେଲୱେ ସାଇଡିଙ୍ଗରୁ ଲୁହା ପଥର ବୋଝେଇ କରି ବିମଲାଗଡ଼ ପଟକୁ ଯାଉଥିବା ବେଳେ ଡ୍ୟାମ୍ ବସ୍ତି ନିକଟରେ ଲାଇନଚ୍ୟୁତ ହୋଇଛି।

za

ରାଉରକେଲା /କୋଇଡା: ସୁନ୍ଦରଗଡ଼ ଜିଲ୍ଲା ବିମିଲାଗଡ଼ ରେଲୱେ ଷ୍ଟେସନ ଡ୍ୟାମ୍ ବସ୍ତି ନିକଟରେ ମାଲବାହୀ ଟ୍ରେନ୍ ର ଚାରୋଟି ବଗି ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍ ( ବିଓଏସ୍ ଏମ୍ ୭୭୯) ଟ୍ରେନ୍ ରକ୍ସି ରେଲୱେ ସାଇଡିଙ୍ଗରୁ ଲୁହା ପଥର ବୋଝେଇ କରି ବିମଲାଗଡ଼ ପଟକୁ ଯାଉଥିବା ବେଳେ ଡ୍ୟାମ୍ ବସ୍ତି ନିକଟରେ ଲାଇନଚ୍ୟୁତ ହୋଇଛି । ଏଥିରେ କାହାର କୌଣସି କ୍ଷତି ହୋଇନଥିବା ବେଳେ ଘଟଣା ସ୍ଥଳରେ ରେଲୱେ କର୍ମଚାରୀ ପହଞ୍ଚି ବଗିଗୁଡ଼ିକୁ ଟ୍ରାକ କୁ ଆଣିବାକୁ ଚେଷ୍ଟା କରୁଛନ୍ତି ।

ବିମିଲାଗଡ଼ ରେଲୱେ ଷ୍ଟେସନ ଡ୍ୟାମ୍ ବସ୍ତି ନିକଟରେ ମାଲବାହୀ ଟ୍ରେନ୍ ର ଚାରୋଟି ବଗି ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍ ( ବିଓଏସ୍ ଏମ୍ ୭୭୯) ଟ୍ରେନ୍ ରକ୍ସି ରେଲୱେ ସାଇଡିଙ୍ଗରୁ ଲୁହା ପଥର ବୋଝେଇ କରି ବିମଲାଗଡ଼ ପଟକୁ ଯାଉଥିବା ବେଳେ ଡ୍ୟାମ୍ ବସ୍ତି ନିକଟରେ ଲାଇନଚ୍ୟୁତ ହୋଇଛି । ଏଥିରେ କାହାର କୌଣସି କ୍ଷତି ହୋଇନଥିବା ବେଳେ ଘଟଣା ସ୍ଥଳରେ ରେଲୱେ କର୍ମଚାରୀ ପହଞ୍ଚି ବଗିଗୁଡ଼ିକୁ ଟ୍ରାକ କୁ ଆଣିବାକୁ ଚେଷ୍ଟା କରୁଛନ୍ତି । ଏଇ ଲାଇନ୍ ରେ ସମସ୍ତ ରେଳ ଚଳାଚଳ ବନ୍ଦ ରହିଛି । କେଉଁ କାରଣରୁ ଚାରୋଟି ବଗି ଲାଇନଚ୍ୟୁତ ହେଲା ରେଲୱେ ବିଭାଗ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଚକ୍ରଧରପୁର ରେଳ ମଣ୍ଡଳ ଡିଆଏମ୍ ଘଟଣା ସ୍ଥଳରେ ପହଞ୍ଚିଛନ୍ତି।

ଏଇ ଲାଇନ୍ ରେ ସମସ୍ତ ରେଳ ଚଳାଚଳ ବନ୍ଦ ରହିଛି । କେଉଁ କାରଣରୁ ଚାରୋଟି ବଗି ଲାଇନଚ୍ୟୁତ ହେଲା ରେଲୱେ ବିଭାଗ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଚକ୍ରଧରପୁର ରେଳ ମଣ୍ଡଳ ଡିଆଏମ୍ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe