ଭୁବନେଶ୍ବର: ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ୨୫ରେ ତାଙ୍କ କାମରେ ଅସନ୍ତୋଷ ଜାହିର କରି ମିନତି ବେହେରାଙ୍କୁ ସରକାର କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲେ ରାଜ୍ୟ ସରକାର। ନଭେମ୍ବର ୧ ତାରିଖ ମହିଳା କମିଶନ ନୋଟିସର ଉତ୍ତର ରଖିଥିଲେ।


ସୂଚନାଯୋଗ୍ୟ ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ୨୫ରେ ତାଙ୍କ କାମରେ ଅସନ୍ତୋଷ ଜାହିର କରି ମିନତି ବେହେରାଙ୍କୁ ସରକାର କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲେ ରାଜ୍ୟ ସରକାର। ନଭେମ୍ବର ୧ ତାରିଖ ୪ଟା ବେଳେ ମହିଳା କମିଶନ ନୋଟିସର ଉତ୍ତର ରଖିଥିଲେ। ସରକାର ମିନତିଙ୍କ ପାଖରୁ ସନ୍ତୋଷଜନକ ଉତ୍ତର ନମିଳିବାରୁ ପଦରୁ ହଟେଇ ଦେଇଥିଲେ।