ନୂଆପଡ଼ା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି

ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ  ଗୁଳିବିନିମୟ ଚାଲିଛି। ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଚାଲିଛି ଗୁଳି ବିନିମୟ। ଆଜି ଓଡ଼ିଶା, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ ଚଳାଇଛନ୍ତି।

ମାଲକାନଗିରି ସୀମାରେ ଆଠ ଜଣଙ୍କୁ ଅପହରଣ କଲେ ମାଓବାଦୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ  ଗୁଳିବିନିମୟ ଚାଲିଛି। ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଚାଲିଛି ଗୁଳି ବିନିମୟ। ଗୁଇନ୍ଦା ବିଭାଗରୁ ମିଳିଥିବା ସୂଚନା ଆଧାରରେ ଆଜି ଓଡ଼ିଶା ପୁଲିସର ଏସଓଜି, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ ଚଳାଇଛନ୍ତି। 

ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା। ତାକୁ ଆଧାର କରି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା କୁହାଯାଉଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe