ବରଗଡ଼: ବୁର୍ଲା ଭିମସାର୍ରେ ଆଖିବୁଜିଲେ ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେପ୍ରଥମେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପୁଣି ସଂକଟାପନ୍ନ ଅବସ୍ଥାରେ ବୁର୍ଲା ଭିମସାର୍କୁ ସ୍ଥାନାନ୍ତରିତ କରାଯାଇଥିଲା।
ବୁର୍ଲା ଭିମସାର୍ରେ ଆଖିବୁଜିଲେ ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେପ୍ରଥମେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପୁଣି ସଂକଟାପନ୍ନ ଅବସ୍ଥାରେ ବୁର୍ଲା ଭିମସାର୍କୁ ସ୍ଥାନାନ୍ତରିତ କରାଯାଇଥିଲା।
ତେବେ ଏଯାଏ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି। ତାଙ୍କ ବାପା ଦାଦନ ଖଟିବାକୁ ଯାଇଥିବା ବେଳେ ପୀଡ଼ିତା ନିଜ ମାମୁଘରେ ରହି ପାଠପଢ଼ୁଥିବା ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/08/11/new-project-2-2025-08-11-13-22-51.jpg)