ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର

Advertisment

ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର l ମୃତ୍ୟୁର କାରଣ ଅସ୍ପଷ୍ଟ l ମୃତକ ହେଲେ ଡାକ୍ତର ସନ୍ତୋଷ ହୁଗାର (୩୦)। ଘଟଣାସ୍ଥଳରେ ସେକ୍ଟର ୩ ପୁଲିସ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି l ସେ ଏନଆଇଟିରେ ମେଡିକାଲ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ।

Updated On

ଅଦ୍ୟତନ ହୋଇଛି
doctor

ରାଉରକେଲା: ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର l ମୃତ୍ୟୁର କାରଣ ଅସ୍ପଷ୍ଟ l ମୃତକ ହେଲେ ଡାକ୍ତର ସନ୍ତୋଷ ହୁଗାର (୩୦)। ଘଟଣାସ୍ଥଳରେ ସେକ୍ଟର ୩ ପୁଲିସ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି l ସେ ଏନଆଇଟିରେ ମେଡିକାଲ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ।

ତାଙ୍କ ଘର କର୍ଣ୍ଣାଟକରେ ବୋଲି ପୁଲିସ କହିଛି l ଫ୍ୟାନରେ ତାଙ୍କ ଶବ ଝୁଲୁଥିବା ଦେଖି ପାଖ ପଡୋଶୀ ଏନଆଇଟି ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ l ପୁଲିସଠୁ ସୂଚନା ପାଇ ପରିବାର ରାଉରକେଲା ଆସୁଛନ୍ତି l ସେମାନେ ପହଁଚିଲା ପରେ ମୃତ୍ୟୁର କାରଣ ଜଣା ପଡିବ ବୋଲି କୁହାଯାଉଛି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe