ବାଲେଶ୍ବର ରିଜର୍ଭ ପୁଲିସ ବାରାକରେ ଅଘଟଣ: ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Advertisment

ବାଲେଶ୍ବର ରିଜର୍ଭ ପୁଲିସ ବାରାକରେ ଅଘଟଣ। ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଆତ୍ମହତ୍ୟା କରିଥିବା କନେଷ୍ଟବଳ ହେଉଛନ୍ତି ଯଶୋଦା ଦାସ।

ବାଲେଶ୍ବର ରିଜର୍ଭ ପୁଲିସ ବାରାକରେ ଅଘଟଣ। ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଆତ୍ମହତ୍ୟା କରିଥିବା କନେଷ୍ଟବଳ ହେଉଛନ୍ତି ଯଶୋଦା ଦାସ।

Dead

ବାଲେଶ୍ବର:  ବାଲେଶ୍ବର ରିଜର୍ଭ ପୁଲିସ ବାରାକରେ ଅଘଟଣ। ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଆତ୍ମହତ୍ୟା କରିଥିବା କନେଷ୍ଟବଳ ହେଉଛନ୍ତି ଯଶୋଦା ଦାସ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ତଦନ୍ତ କରୁଥିବା ସୂଚନା ଦେଇଛି।

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe