ଭୁବନେଶ୍ବର: ଚନ୍ଦକା ଥାନା ଅଧୀନ ଦାରୁଠେଙ୍ଗ ବନଦୁର୍ଗା ମନ୍ଦିର କାଜୁ ବାରିରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ମଦ ବୋତଲ, ପାଣି ବୋତଲ ସହ କ୍ରାଇମ ସ୍ପଟରେ ପଡ଼ି ରହିଛି ମୋବାଇଲ ଫୋନ୍I ଘଟଣାସ୍ଥଳରେ ପହଞ୍ଚି ପୁଲିସ ତନାଘନା ଚଳାଇଛି।
କାଜୁ ବାରିରେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ
ଚନ୍ଦକା ଥାନା ଅଧୀନ ଦାରୁଠେଙ୍ଗ ବନଦୁର୍ଗା ମନ୍ଦିର କାଜୁ ବାରିରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପହଞ୍ଚି ପୁଲିସ ତନାଘନା ଚଳାଇଛି।
/sambad/media/media_files/2025/06/26/hanging-2025-06-26-00-38-33.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)