ପୋଖରୀ କୂଳ ଗଛରେ ଝୁଲୁଛି ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର ଲୋକେ

ଶୈଲଙ୍ଗ ପୋଖରୀ କୂଳ ଗଛରେ ଝୁଲୁଛି ଶୈଲଙ୍ଗ ଗ୍ରାମର ଧରଣୀ ରାଉତଙ୍କ ମୃତଦେହ।ପରିବାର ଲୋକେ ପାରିପାର୍ଶ୍ବିକ ସ୍ଥିତିକୁ ଦେଖି ଧରଣୀଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ କରିଛନ୍ତି।

vgh

ହାଟଡିହି/ଆନନ୍ଦପୁର: ପୋଖରୀ କୂଳ ଗଛରେ ଝୁଲୁଛି ମୃତଦେହ। ପାରିପାର୍ଶ୍ବିକ ସ୍ଥିତିରୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ଘଷିପୁରା ଥାନା ଶୈଲଙ୍ଗ ପୋଖରୀ କୂଳ ଗଛରେ ଝୁଲୁଛି ଶୈଲଙ୍ଗ ଗ୍ରାମର ଧରଣୀ ରାଉତଙ୍କ ମୃତଦେହ। ଆଜି ସକାଳୁ ଗଛରେ ଧରଣୀଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପାରିପାର୍ଶ୍ବିକ ସ୍ଥିତିକୁ ଦେଖି ଧରଣୀଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ କରିଛନ୍ତି।

ଘଷିପୁରା ଥାନା ଶୈଲଙ୍ଗ ପୋଖରୀ କୂଳ ଗଛରେ ଝୁଲୁଛି ଶୈଲଙ୍ଗ ଗ୍ରାମର ଧରଣୀ ରାଉତଙ୍କ ମୃତଦେହ। ଆଜି ସକାଳୁ ଗଛରେ ଧରଣୀଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପାରିପାର୍ଶ୍ବିକ ସ୍ଥିତିକୁ ଦେଖି ଧରଣୀଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ କରିଛନ୍ତି। ଧରଣୀଙ୍କର କାହା ସହ ଶତ୍ରୁତା ନଥିଲା। ସ୍ଥାନୀୟ ଅଞ୍ଚଳରେ ଜୁଆ ଖେଳ ହେଉଛି । ଏହି ଜୁଆଖେଳକୁ ନେଇ କେହି ହତ୍ୟା କରିଥାଇ ପାରନ୍ତି ବୋଲି ପରିବାର ଲୋକେ କହିଛନ୍ତି। ଅନ୍ୟ ପକ୍ଷରେ ଖବରପାଇ ଘଷିପୁରା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଧରଣୀଙ୍କର କାହା ସହ ଶତ୍ରୁତା ନଥିଲା। ସ୍ଥାନୀୟ ଅଞ୍ଚଳରେ ଜୁଆ ଖେଳ ହେଉଛି । ଏହି ଜୁଆଖେଳକୁ ନେଇ କେହି ହତ୍ୟା କରିଥାଇ ପାରନ୍ତି ବୋଲି ପରିବାର ଲୋକେ କହିଛନ୍ତି। ଅନ୍ୟ ପକ୍ଷରେ ଖବରପାଇ ଘଷିପୁରା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe