ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ

ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ଆଜି "ରେଡ ଓ୍ବାର୍ଣ୍ଣିଂ" ଜାରି କରାଯାଇଛି । ଆସନ୍ତା ୧୨ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। 

New Project (2)

ଭୁବନେଶ୍ବର: ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ଆଜି "ରେଡ ଓ୍ବାର୍ଣ୍ଣିଂ" ଜାରି କରାଯାଇଛି । ଆସନ୍ତା ୧୨ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। 

ଆସନ୍ତା ୧୨ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବିଭିନ୍ନ ବିଦ୍ୟାଳୟ ସଂଲଗ୍ନ ଥିବା ଆବାସୀୟ ଛାତ୍ରାବାସଗୁଡ଼ିକର ଛାତ୍ରଛାତ୍ରୀମାନଙ୍କୁ ଆଜବେଷ୍ଟସ କିମ୍ବା କଚ୍ଚାଘରେ ନରଖି କଙ୍କ୍ରିଟ୍ ଘରକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ବିଭିନ୍ନ ବିଦ୍ୟାଳୟ ସଂଲଗ୍ନ ଥିବା ଆବାସୀୟ ଛାତ୍ରାବାସଗୁଡ଼ିକର ଛାତ୍ରଛାତ୍ରୀମାନଙ୍କୁ ଆଜବେଷ୍ଟସ କିମ୍ବା କଚ୍ଚାଘରେ ନରଖି କଙ୍କ୍ରିଟ୍ ଘରକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe