କଟକ: ନିର୍ଗୁଣ୍ଡିରେ ଟ୍ରେନ୍‌ ଦୁର୍ଘଟଣା ଲାଗି ରେଳବାଇ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି । ଦୁର୍ଘଟଣା ପରେ ରେଳ ବିଭାଗ ପକ୍ଷରୁ ଜାରି କରାଯାଇଛି ହେଲ୍ପଲାଇନ୍ ନମ୍ବର। ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ ଟ୍ରେନ ଆଜି ଦିନ ୧୧ଟା ୫୪ ମିନିଟରେ ଲାଇନଚ୍ୟୁତ ହୋଇଛି।

Advertisment

କଟକ ପାଇଁ ହେଲ୍ପଲାଇନ୍ ନଂ -୮୯୯୧୧୨୪୨୩୮
ଭୁବନେଶ୍ୱର ପାଇଁ ହେଲ୍ପଲାଇନ୍ ନଂ -୮୪୫୫୮୮୫୯୯୯ 
ଭଦ୍ରକ ପାଇଁ ହେଲ୍ପଲାଇନ୍ ନଂ -୯୪୩୭୪୪୩୪୬୯
ଦୁର୍ଘଟଣାସ୍ଥଳ ପାଇଁ ନଂ-୮୯୯୧୧୨୪୨୩୮
ଖୋର୍ଦ୍ଧା ପାଇଁ ହେଲ୍ପଲାଇନ୍‌ ନଂ -୦୬୭୪୨୪୯୨୨୪୫

ପୂର୍ବତଟ ରେଳପଥ ପିଆରଓଙ୍କ ସୂଚନା ଅନୁସାରେ, ଟ୍ରାକରୁ ଖସିଯାଇଛି ଟ୍ରେନର ୧୧ଟି ବଗି । ରେଳବାଇର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଆହତ ଯାତ୍ରୀମାନଙ୍କୁ ମେଡିକାଲ ପଠାଯାଉଛି ।  ହେଲ୍ପ ଲାଇନ୍ ନମ୍ବର ନିମ୍ନରେ ପ୍ରଦାନ କରାଯାଇଛି।

କଟକ ପାଇଁ ହେଲ୍ପଲାଇନ୍ ନଂ -୮୯୯୧୧୨୪୨୩୮
ଭୁବନେଶ୍ୱର ପାଇଁ ହେଲ୍ପଲାଇନ୍ ନଂ -୮୪୫୫୮୮୫୯୯୯ 
ଭଦ୍ରକ ପାଇଁ ହେଲ୍ପଲାଇନ୍ ନଂ -୯୪୩୭୪୪୩୪୬୯
ଦୁର୍ଘଟଣାସ୍ଥଳ ପାଇଁ ନଂ-୮୯୯୧୧୨୪୨୩୮
ଖୋର୍ଦ୍ଧା ପାଇଁ ହେଲ୍ପଲାଇନ୍‌ ନଂ -୦୬୭୪୨୪୯୨୨୪୫

indian railways