ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ, ରେଳବାଇ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର

ନିର୍ଗୁଣ୍ଡିରେ ଟ୍ରେନ୍‌ ଦୁର୍ଘଟଣା ଲାଗି ରେଳବାଇ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି । ଦୁର୍ଘଟଣା ପରେ ରେଳ ବିଭାଗ ପକ୍ଷରୁ ଜାରି କରାଯାଇଛି ହେଲ୍ପଲାଇନ୍ ନମ୍ବର। ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ ଟ୍ରେନ ଆଜି ଦିନ ୧୧ଟା ୫୪ ମିନିଟରେ ଲାଇନଚ୍ୟୁତ ହୋଇଛି।

ଅଦ୍ୟତନ ହୋଇଛି
ରାହାଜାନି ରୋକିବାକୁ ପୁଲିସର ହ୍ବାଟ୍‌ସ୍ଆପ୍‌ ନମ୍ବର, ସପ୍ତାହେରେ ଦେଢ଼ଶହ ମେସେଜ୍‌; ଅଧିକାଂଶ ହେଲୋ ହାଏ!

କଟକ: ନିର୍ଗୁଣ୍ଡିରେ ଟ୍ରେନ୍‌ ଦୁର୍ଘଟଣା ଲାଗି ରେଳବାଇ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି । ଦୁର୍ଘଟଣା ପରେ ରେଳ ବିଭାଗ ପକ୍ଷରୁ ଜାରି କରାଯାଇଛି ହେଲ୍ପଲାଇନ୍ ନମ୍ବର। ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ ଟ୍ରେନ ଆଜି ଦିନ ୧୧ଟା ୫୪ ମିନିଟରେ ଲାଇନଚ୍ୟୁତ ହୋଇଛି।

କଟକ ପାଇଁ ହେଲ୍ପଲାଇନ୍ ନଂ -୮୯୯୧୧୨୪୨୩୮
ଭୁବନେଶ୍ୱର ପାଇଁ ହେଲ୍ପଲାଇନ୍ ନଂ -୮୪୫୫୮୮୫୯୯୯ 
ଭଦ୍ରକ ପାଇଁ ହେଲ୍ପଲାଇନ୍ ନଂ -୯୪୩୭୪୪୩୪୬୯
ଦୁର୍ଘଟଣାସ୍ଥଳ ପାଇଁ ନଂ-୮୯୯୧୧୨୪୨୩୮
ଖୋର୍ଦ୍ଧା ପାଇଁ ହେଲ୍ପଲାଇନ୍‌ ନଂ -୦୬୭୪୨୪୯୨୨୪୫

ପୂର୍ବତଟ ରେଳପଥ ପିଆରଓଙ୍କ ସୂଚନା ଅନୁସାରେ, ଟ୍ରାକରୁ ଖସିଯାଇଛି ଟ୍ରେନର ୧୧ଟି ବଗି । ରେଳବାଇର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଆହତ ଯାତ୍ରୀମାନଙ୍କୁ ମେଡିକାଲ ପଠାଯାଉଛି ।  ହେଲ୍ପ ଲାଇନ୍ ନମ୍ବର ନିମ୍ନରେ ପ୍ରଦାନ କରାଯାଇଛି।

କଟକ ପାଇଁ ହେଲ୍ପଲାଇନ୍ ନଂ -୮୯୯୧୧୨୪୨୩୮
ଭୁବନେଶ୍ୱର ପାଇଁ ହେଲ୍ପଲାଇନ୍ ନଂ -୮୪୫୫୮୮୫୯୯୯ 
ଭଦ୍ରକ ପାଇଁ ହେଲ୍ପଲାଇନ୍ ନଂ -୯୪୩୭୪୪୩୪୬୯
ଦୁର୍ଘଟଣାସ୍ଥଳ ପାଇଁ ନଂ-୮୯୯୧୧୨୪୨୩୮
ଖୋର୍ଦ୍ଧା ପାଇଁ ହେଲ୍ପଲାଇନ୍‌ ନଂ -୦୬୭୪୨୪୯୨୨୪୫

indian railways

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe