ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା: ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

Advertisment

ବିଜେଡିର ରାଉରକେଲା ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା ନେଇ ଓଡ଼ିଶା ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟ ଏହି ମାମଲାରେ ଉତ୍ତର ରଖିବାକୁ ସାରଦା ନାୟକଙ୍କୁ ନୋଟିସ୍‌ ଜାରି କରିଛନ୍ତି।

Updated On

ବିଜେଡିର ରାଉରକେଲା ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା ନେଇ ଓଡ଼ିଶା ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟ ଏହି ମାମଲାରେ ଉତ୍ତର ରଖିବାକୁ ସାରଦା ନାୟକଙ୍କୁ ନୋଟିସ୍‌ ଜାରି କରିଛନ୍ତି।

ଅଦ୍ୟତନ ହୋଇଛି
fdfhfhth

କଟକ: ବିଜୁ ଜନତା ଦଳ (ବିଜେଡି)ର ରାଉରକେଲା ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା ନେଇ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାରେ ଉତ୍ତର ରଖିବାକୁ ସାରଦା ନାୟକଙ୍କୁ ନୋଟିସ୍‌ ଜାରି କରିଛନ୍ତି। ୧୯ ନଭେମ୍ବର ମାମଲାର ପରବର୍ତ୍ତୀ ଶୁଣାଣି ହେବ। ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ନେଇ ଅନ୍ୟ ଏକ ମାମଲାରେ ସାରଦା ନାୟକଙ୍କୁ ଉତ୍ତର ରଖିବାକୁ ୨୯ ଅକ୍ଟୋବର ଶେଷ ସୁଯୋଗ ବୋଲି କୋର୍ଟ କହିଛନ୍ତି।

୧୯ ନଭେମ୍ବର ମାମଲାର ପରବର୍ତ୍ତୀ ଶୁଣାଣି ହେବ। ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ନେଇ ଅନ୍ୟ ଏକ ମାମଲାରେ ସାରଦା ନାୟକଙ୍କୁ ଉତ୍ତର ରଖିବାକୁ ୨୯ ଅକ୍ଟୋବର ଶେଷ ସୁଯୋଗ ବୋଲି କୋର୍ଟ କହିଛନ୍ତି।

ଗତ ସାଧାରଣ ନିର୍ବାଚନ ପରେ ମତଦାନ ଗଣତି କେନ୍ଦ୍ରରେ ସାରଦାଙ୍କ ଇଙ୍ଗିତରେ ଇଭିଏମ୍ ଟାମ୍ପରିଂ ହୋଇଥିବା ନେଇସ୍ଥାନୀୟ ଭୋଟର ରାଧେଶ୍ୟାମ ଯାଦବ ଅଭିଯୋଗ ଆଣିଥିଲେ। ଆବେଦନକାରୀ ଏହି ଅଭିଯୋଗ ସଂକ୍ରାନ୍ତୀୟ ସିସିଟିଭି ଫୁଟେଜ ଓ ଫଟୋ ମଧ୍ୟ କୋର୍ଟରେ ଦାଖଲ କରିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe