ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରଙ୍ଗର ପର୍ବ  ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

CM Mohan Charan Majhi | Suryabanshi Suraj

ଭୁବନେଶ୍ୱର: ଆଜି ରଙ୍ଗର ପର୍ବ ହୋଲି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ  ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ  ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

ଆଜି ସାରା ରାଜ୍ୟରେ ହୋଲି ଧୂମଧାମରେ ପାଳିତ ହେଉଛି। ରଙ୍ଗର ପର୍ବ ହୋଲିରେ ରଙ୍ଗ ଖେଳ ପାଇଁ ସମସ୍ତେ ବାହାରିପଡ଼ିଛନ୍ତି। ହିନ୍ଦୁ ପରମ୍ପରା ଅନୁସାରେ ସ୍ବୟଂ ଦୋଳଗୋବିନ୍ଦ ଅବିର ବୋଳି ହୋଇଛନ୍ତି। ତେଣୁ ରଙ୍ଗର ପର୍ବ ହୋଲି ପର୍ବକୁ ମନଭରି ଉପଭୋଗ କରିଛନ୍ତି ରାଜ୍ୟବାସୀ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe