ଭୁବନେଶ୍ବର: ଉଚ୍ଚ ଶିକ୍ଷା ପାଇଁ ରାଜ୍ୟର ଅନ୍ୟତମ ଶିକ୍ଷାର ମନ୍ଦିର ‘ଉତ୍କଳ ବିଶ୍ବବିଦ୍ୟାଳୟ’ରେ ଆଜି ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ଏଠାରେ ଅଣଛାତ୍ରମାନେ ହଷ୍ଟେଲ-୧ ‘ଗୋପବନ୍ଧୁ ଛାତ୍ରବାସ’ର ଫାଟକରେ ତାଲା ପକାଇ ଦେଇଛନ୍ତି। ହଷ୍ଟେଲ ୱାର୍ଡେନକୁ ଭିତରକୁ ପ୍ରବେଶ କରିବା ପାଇଁ ଦେଉନହାନ୍ତିl ଘଟଣାସ୍ଥଳରେ ପରିସ୍ଥିତି ଉତ୍ତେଜନା ଥିବାରୁ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଆସନ୍ତାକାଲି ସମସ୍ୟାର ସମାଧାନ ପାଇଁ ବାଟ ଫିଟିପାରେ ବୋଲି ଅନୁମାନ କରାଯାଉଛି। 

Advertisment

ଅଣଛାତ୍ରମାନେ ଉତ୍କଳ ବିଶ୍ବବିଦ୍ୟାଳୟର ହଷ୍ଟେଲ-୧ ‘ଗୋପବନ୍ଧୁ ଛାତ୍ରବାସ’ର ଫାଟକରେ ତାଲା ପକାଇ ଦେଇଛନ୍ତି। ହଷ୍ଟେଲ ୱାର୍ଡେନକୁ ଭିତରକୁ ପ୍ରବେଶ କରିବା ପାଇଁ ଦେଉନହାନ୍ତିl ଘଟଣାସ୍ଥଳରେ ପରିସ୍ଥିତି ଉତ୍ତେଜନା ଥିବାରୁ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

Utkal University | Education