Husband Attacks Wife ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: ସ୍ତ୍ରୀକୁ କଟୁରିରେ ହାଣି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ, ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ

Advertisment

ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମରେ ଅଭାବନୀୟ ଘଟଣା l ସ୍ତ୍ରୀକୁ କଟୁରିରେ ହାଣି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ l ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ l

ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମରେ ଅଭାବନୀୟ ଘଟଣା l ସ୍ତ୍ରୀକୁ କଟୁରିରେ ହାଣି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ l ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ l

Unti

husband attacks wife with weapon Photograph: (sambad.in)

ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମରେ ଅଭାବନୀୟ ଘଟଣା l ସ୍ତ୍ରୀକୁ କଟୁରିରେ ହାଣି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ l ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ l

ଫେରାର ହୋଇଯାଇଥିଲେ ପ୍ରତାପ

ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତ୍ରିରେ ପାରିବାରିକ କଳହ ଯୋଗୁଁ  ସ୍ୱାମୀ ପ୍ରତାପ ମଳିକ ରାଗିଯାଇ ଏକ କଟୁରିରେ ସ୍ତ୍ରୀ ଭାରତୀଙ୍କୁ ମୁଣ୍ଡରେ ଆକ୍ରମଣ କରିଥିଲା l ପାଖ ପଡ଼ୋଶୀଙ୍କ ସହାୟତାରେ ଗୁରୁତର ଭାରତୀଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କଟକକୁ ସ୍ଥାନାନ୍ତର କରାଯାଇଛି l ପ୍ରତାପ ସ୍ତ୍ରୀଙ୍କୁ ଆକ୍ରମଣ କରି କାଲି ଫେରାର ହୋଇଯାଇଥିଲେ l

ଆହୁରି ପଢ଼ନ୍ତୁ: Accident 2 Young Men Death କାର ଧକ୍କାରେ ଚାଲିଗଲା ଦୁଇ ବାଇକ ଆରୋହୀଙ୍କର ଜୀବନ

ଆଜି ସକାଳୁ ଗ୍ରାମବାସୀ ଏକ ପୋଖରୀ ନିକଟରେ ଚେତାଶୁନ୍ୟ ଅବସ୍ଥାରେ ପ୍ରତାପଙ୍କୁ ଦେଖିବାକୁ ପାଇଥିଲେ l ତାଙ୍କ ପାଖରେ ଏକ ବିଷ ବୋତଲ ଓ ରକ୍ତାକ୍ତ କଟୁରି ଉଦ୍ଧାର କରିଥିଲେ l ପ୍ରତାପ ମଧ୍ୟ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି l

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe