ଦାମ୍ପତ୍ୟ କଳହର କୁପରିଣତି: ସ୍ତ୍ରୀଙ୍କୁ ଛୁରି ଭୁସି ସ୍ୱାମୀଙ୍କର ଆତ୍ମହତ୍ୟା

Advertisment

ବରଗଡ଼ ଜିଲ୍ଲା ଭଟଲୀ ଥାନା କୁସନପୁରୀ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀଙ୍କୁ ଛୁରିରେ ଭୁସି ହତ୍ୟା କରି ସ୍ୱାମୀ ଆତ୍ମହତ୍ୟା କରିଛନ୍ତି। କୁସନପୁରୀ ଗାଁ ବିଜୟା ଛକରେ ଘଟିଛି ଏପରି ଅଭାବନୀୟ ଘଟଣା। ମୃତକ ହେଲେ କିଶୋର ଭୁଏ ଓ ସ୍ତ୍ରୀ ସୁନିତା ଭୁଏ।

dead woman

ବରଗଡ଼: ବରଗଡ଼ ଜିଲ୍ଲା ଭଟଲୀ ଥାନା କୁସନପୁରୀ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀଙ୍କୁ ଛୁରିରେ ଭୁସି ହତ୍ୟା କରି ସ୍ୱାମୀ ଆତ୍ମହତ୍ୟା କରିଛନ୍ତି। କୁସନପୁରୀ ଗାଁ ବିଜୟା ଛକରେ ଘଟିଛି ଏପରି ଅଭାବନୀୟ ଘଟଣା। ମୃତକ ହେଲେ କିଶୋର ଭୁଏ ଓ ସ୍ତ୍ରୀ ସୁନିତା ଭୁଏ। ଭଟଲି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେଣେ ସାଇଣ୍ଟିଫିକ୍ ଟିମ୍ ଓ ପୁଲିସ ତଦନ୍ତ ଆରମ୍ଭ କରିଛି।

ଭଟଲୀ ଥାନା କୁସନପୁରୀ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀଙ୍କୁ ଛୁରିରେ ଭୁସି ହତ୍ୟା କରି ସ୍ୱାମୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ କିଶୋର ଭୁଏ ଓ ସ୍ତ୍ରୀ ସୁନିତା।

ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ କଳହ ଯୋଗୁଁ ଏଭଳି ଘଟଣା ଘଟିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଉଭୟେ ପ୍ରାୟ ୧୪ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ସେମାନଙ୍କର ଦୁଇଟି ସନ୍ତାନ ଥିବା ମଧ୍ୟ ଜଣାଯାଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe