ମାଓବାଦୀଙ୍କ ଆଇଡି ବିସ୍ପୋରଣରେ ଯବାନ ସହିଦ

Advertisment

ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି l ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl

ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି l ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl

536

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି l ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମରଶରୀରକୁ ରାଉରକେଲାରୁ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଝାରଖଣ୍ଡ ରାଞ୍ଚିନିକଟସ୍ଥ ୧୬୪ ସିଆର ପି ଏଫ  ବାଟାଲିୟନ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି l

ୂଳ

ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି l ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। 

ପଶ୍ଚିମାଞ୍ଚଳ ଡ଼ିଆଇଜି ବ୍ରିଜେଶ ରାୟ, ରାଉରକେଲା ଏସପି ନୀତେଶ ୱାଧୱାନୀ ଓ ସିଆଇପିଏଫର ବରିଷ୍ଠ ଅଧିକାରୀ ହସ୍ପିଟାଲରେ ପହଞ୍ଚିଛନ୍ତି l ଯବାନ ସହିଦ ହେଵା ପରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି l ଗତ କିଛି ଦିନ ପୂର୍ବରୁ କେ ବଲାଙ୍ଗ ଥାନା ଅନ୍ତର୍ଗତ ଏକ ଖଣିକୁ ଯାଉଥିବା ବିସ୍ପୋରକ ବୋଝେଇ ଟ୍ରକକୁ ମାଇବାଦୀ ମାନେ ଲୁଟି ନେଇଥିଲେ l

maoists

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe