ସରଣ୍ଡା ଜଙ୍ଗଲରେ ଆଇଡି ବିସ୍ପୋରଣ, ଯବାନ ଗୁରୁତର

Advertisment

ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଡି ବିସ୍ପୋରଣ ହୋଇଛି l ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ବିସ୍ପୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି l

ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଡି ବିସ୍ପୋରଣ ହୋଇଛି l ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ବିସ୍ପୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି l

ୁୂ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଡି ବିସ୍ପୋରଣ ହୋଇଛି l ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ବିସ୍ପୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି l ଗୁରୁତର ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଛି l

କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଡି ବିସ୍ପୋରଣ ହୋଇଛି l ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ବିସ୍ପୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି l ଗୁରୁତର ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଛି l

ପଶ୍ଚିମାଞ୍ଚଳ ଡ଼ିଆଇଜି ବ୍ରିଜେଶ ରାୟ, ରାଉରକେଲା ଏସପି ନୀତେଶ ୱାଧୱାନୀ ଓ ସିଆଇପିଏଫର ବରିଷ୍ଠ ଅଧିକାରୀ ହସ୍ପିଟାଲରେ ପହଂଚି ଗୁରୁତର ଯବାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି l ଯବାନ ଗୁରୁତର ହେଵା ପରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି l ଗତ କିଛି ଦିନ ପୂର୍ବରୁ କେ ବଲାଙ୍ଗ ଥାନା ଅନ୍ତର୍ଗତ ଏକ ଖଣିକୁ ଯାଉଥିବା ବିସ୍ପୋରକ ବୋଝେଇ ଟ୍ରକକୁ ମାଇବାଦୀ ମାନେ ଲୁଟି ନେଇଥିଲେ l

maoists

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe