ଭୁବନେଶ୍ବର: ଜେଇଇ ଆଡଭାନ୍ସଡ ପରୀକ୍ଷାଫଳ ପ୍ରକାଶ ପାଇଛି। ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି। ଆଇ ଆଇ ଟି ଦିଲ୍ଲୀ ଜୋନର ଛାତ୍ର ରଜିତ୍ ଗୁପ୍ତା ୩୬୦ ରୁ ୩୩୨ ମାର୍କ ରଖି ଅଲ୍ ଇଣ୍ଡିଆ ରାଂକ ୧ରେ ରହିଛନ୍ତି। 

Advertisment

ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ହଂସ ଦାରୁକା ଓ ନବନିତ। ହଂସ ଦାରୁକା ଓଡ଼ିଶା ଟପ୍ପର ହୋଇଛନ୍ତି। ଅଲ୍ ଇଣ୍ଡିଆ ରାଙ୍କ ୩୯ରଖି ଟପ୍ପର ହେଲେ ହଂସ। ସେହିଭଳି ନବନିତ ଅଲ୍ ଇଣ୍ଡିଆ ରାଙ୍କ ୯୭ ରଖି ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି।

ସେହିପରି ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ହଂସ ଦାରୁକା ଓ ନବନିତ। ହଂସ ଦାରୁକା ଓଡ଼ିଶା ଟପ୍ପର ହୋଇଛନ୍ତି। ଅଲ୍ ଇଣ୍ଡିଆ ରାଙ୍କ ୩୯ରଖି ଟପ୍ପର ହେଲେ ହଂସ। ସେହିଭଳି ନବନିତ ଅଲ୍ ଇଣ୍ଡିଆ ରାଙ୍କ ୯୭ ରଖି ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି।