ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।
ସୂଚନା ଅନୁସାରେ ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର ଦୈନିକ ଚାଷୀ ତାଙ୍କ ଜମିରେ ନରେଗା ଯୋଜନାରେ ଏକ ଫାର୍ମ ପଣ୍ଡ ଖୋଲିଥିଲେ। ଏହାର ବିଲ କରିବା ପାଇଁ ବ୍ଲକରେ ଥିବା କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁଙ୍କ ପାଖକୁ ବାରମ୍ବାର ଦୌଡିଥିଲେ। ହେଲେ ସେ ଟଙ୍କା ନ ଦେଲେ ବିଲ କରାଯିବ ନାଙିଁ ବୋଲି କହି ତାଙ୍କର ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us