ଭୁବନେଶ୍ବର: ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ ହୋଇଯାଇଛି। ସେ ୫୨ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଭୁବନେଶ୍ବରର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ସେ କନ୍ଧମାଳଜିଲ୍ଲା ବାଲିଗୁଡ଼ା ବିଧାନସଭା ଆସନରୁ ୨ ଥର ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
Kandhamal
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/08/24/karendra-majhi-2025-08-24-22-53-43.jpg)