ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ

ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ସେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ଆସନରୁ ୨ ଥର ନିର୍ବାଚିତ ହୋଇଥିଲେ।

Karendra Majhi

ଭୁବନେଶ୍ବର: ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ ହୋଇଯାଇଛି। ସେ  ୫୨ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଭୁବନେଶ୍ବରର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ସେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ଆସନରୁ ୨ ଥର ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  

 Kandhamal

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe