ମାଲକାନଗିରି: ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବାର ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।
ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବାର ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ ଚାଲିଥିବା ବେଳେ ମାଓବାଦୀ ଏହି ବିସ୍ଫୋରଣ କରିଛନ୍ତି।
ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ ଚାଲିଥିବା ବେଳେ ମାଓବାଦୀ ଏହି ବିସ୍ଫୋରଣ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/efhY5aCopJipHAqJtCWH.jpg)