ଓଡ଼ିଶା ଆଇନ କମିସନ୍‌ ଗଠିତ, ଜଷ୍ଟିସ୍‌ ବିଶ୍ବନାଥ ରଥ ହେଲେ ଏହାର ଅଧ୍ୟକ୍ଷ

ରାଜ୍ୟ ସରକାର ଆଇନ୍‌ କମିସନ ଗଠନ କରିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରାଯାଇଛି। ଓଡ଼ିଶା ଲ’ କମିସନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର ମହାପାତ୍ର ମଧ୍ୟ କମିସନରେ ସଦସ୍ୟ ରହିଛନ୍ତି।

ଅଦ୍ୟତନ ହୋଇଛି
Lok seba bhaban

ଭୁବନେଶ୍ବର: ରାଜ୍ୟ ସରକାର ଆଇନ୍‌ କମିସନ ଗଠନ କରିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରାଯାଇଛି। ଓଡ଼ିଶା ଲ’ କମିସନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି।

Law commission
Law commission Photograph: (Law commission )

ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର ମହାପାତ୍ର ମଧ୍ୟ କମିସନରେ ସଦସ୍ୟ ରହିଛନ୍ତି। ସେହିପରି ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଓ ଆଇନ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିଛନ୍ତି। କମିସନଙ୍କ ସଚିବ ମଧ୍ୟ ଏଥିର ସଦସ୍ୟ ରହିବେ। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe