ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

Advertisment

ବାଲେଶ୍ବର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି, ବିରୋଧୀ ଦଳ ଭୁଲ ବାଟରେ ପ୍ରସଙ୍ଗକୁ ଟାଣିବାକୁ ଚେଷ୍ଟା କରୁଛନ୍ତି।

Prithviraj Harichandan

ଭୁବନେଶ୍ବର: ବାଲେଶ୍ବର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।

ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି, ସମ୍ବେଦନଶୀଳ ଘଟଣା ଘଟିଲା। ସରକାର ପ୍ରୋଆକ୍ଟିଭ ହୋଇ ସବୁ ପଦକ୍ଷେପ ନେଲେ। ଦୁଇ ଜଣ ନିଲମ୍ବିତ ହେଲେ ଆଉ ଗିରଫ ହେଲେ। ଆଗକୁ ଆହୁରି କଠୋର କାର୍ଯ୍ୟନୁଷ୍ଠାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରି ସାରିଛନ୍ତି। କିନ୍ତୁ ସବୁ କଥାରେ ରାଜନୈତିକ ରୁଟି ନ ସେକିବା ସୁସ୍ଥ ମାନସିକତା। କିନ୍ତୁ ସବୁ ଘଟଣାରେ ଶାଗୁଣା ପରି ଝାମ୍ପି ପଡିବା ଠିକ୍ ନୁହେଁ। ସେଥିରୁ ନିବୃତ ରହିବା ଆବଶ୍ୟକତା ଅଛି।.ସୌମ୍ୟାଶ୍ରୀଙ୍କ ବାପାମାଙ୍କ ବାରଣ ସତ୍ତ୍ୱେ ବିରୋଧୀ ଦଳ ଏହାକୁ ରାଜନୀତିକରଣ କରିବା,ଝିଅ ବଞ୍ଚିଥିବା ବେଳେ ତାକୁ ଅପମାନିତ କଥା କହି ଏବେ ନ୍ୟାୟ ଭିକ୍ଷା କରିବା ଅତ୍ୟନ୍ତ ଅପ୍ରସଙ୍ଗ କି ଗ୍ରହଣୀୟ ନୁହେଁ। ସେ ଝିଅର କଷ୍ଟକୁ ବଢାଇବାରେ ଯାହାର ବି ସାମାନ୍ୟ ଲିଙ୍କ୍ ଅଛି, ସମସ୍ତଙ୍କୁ ତଦନ୍ତ ପରିସକୁ ଅଣାଯିବ। 

ସେ ଆହୁରି କହିଛନ୍ତି, ବିରୋଧୀ ଦଳ ଭୁଲ ବାଟରେ ପ୍ରସଙ୍ଗକୁ ଟାଣିବାକୁ ଚେଷ୍ଟା କରୁଛନ୍ତି। ସାରୁ ଖୋଳୁ ଖୋଳୁ ମହାଦେବ ଭଳି ଦୁନିଆ କଥା ଆସିବ। କିଏ କେଉଁ ଦଳ ସହ ସମ୍ପୃକ୍ତ ଥିଲେ। ସମସ୍ତ କ୍ୟାମ୍ପସର ସ୍ଥିତି ଉପରେ ସରକାର ନଜର ରଖିଛନ୍ତି। ସବୁ କ୍ୟାମ୍ପସ କମିଟିକୁ ପୁନଃ ଗଠନ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe