ବିଏସକେୱାଇ ଦୁର୍ନୀତିର ଖୁବ୍ ଶୀଘ୍ର ତଦନ୍ତ ଆରମ୍ଭ ହେବ

Advertisment

ଓଡ଼ିଶାରେ  ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା  ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଓଡ଼ିଶାରେ  ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା  ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

jkl

ଭୁବନେଶ୍ବର: ଓଡ଼ିଶାରେ  ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା  ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ। ସେ ବାବଦରେ ଖୁବ ଶୀଘ୍ର ତଦନ୍ତର ପ୍ରକ୍ରିୟା ଆରମ୍ଭ ହେବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe