ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଲୁଟ୍ କରିବା ପରେ ନିଆଁ ଲଗାଇଦେଇଲେ ଦୁର୍ବୃତ୍ତ

Advertisment

ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧୀନ ବାଲିଖଣ୍ଡ ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଦୁର୍ବୃତ୍ତମାନେ ଲୁଟ୍ କରିବା ପରେ ନିଆଁ ଲଗାଇଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧୀନ ବାଲିଖଣ୍ଡ ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଦୁର୍ବୃତ୍ତମାନେ ଲୁଟ୍ କରିବା ପରେ ନିଆଁ ଲଗାଇଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

cvf

ସୋର: ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧୀନ ବାଲିଖଣ୍ଡ ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଦୁର୍ବୃତ୍ତମାନେ ଲୁଟ୍ କରିବା ପରେ ନିଆଁ ଲଗାଇଦେଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରିରଖିଥିବା ବେଳେ ବ୍ୟାଙ୍କ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ବ୍ୟାଙ୍କର ପଛପଟ ଗ୍ରିଲକୁ କଟର ସାହାଯ୍ୟରେ କାଟି ଦୁର୍ବୃତ୍ତମାନେ ବ୍ୟାଙ୍କ ଭିତରକୁ ପଶିବା ସହିତ ଏପରି କାଣ୍ଡ ଭିଆଇଥିବା ଜଣାପଡ଼ିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 ତେବେ ବ୍ୟାଙ୍କର ପଛପଟ ଗ୍ରିଲକୁ କଟର ସାହାଯ୍ୟରେ କାଟି ଦୁର୍ବୃତ୍ତମାନେ ବ୍ୟାଙ୍କ ଭିତରକୁ ପଶିବା ସହିତ ଏପରି କାଣ୍ଡ ଭିଆଇଥିବା ଜଣାପଡ଼ିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe