ଭୁବନେଶ୍ବର:  ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସଂଲଗ୍ନ ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ ଆଡ଼କୁ ଘୂର୍ଣ୍ଣିବଳୟ ସହିତ ବିସ୍ତାରିତ ହୋଇଛି। ଏହା  ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ସଂଲଗ୍ନ ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ ଆଡ଼କୁ ଘୂର୍ଣ୍ଣିବଳୟ ସହିତ ବିସ୍ତାରିତ ହୋଇଛି। ଏହା  ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।