ଭୁବନେଶ୍ବର: ଘନୀଭୂତ ହୋଇ ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ଗତକାଲି ସନ୍ଧ୍ୟାରେ ସୃଷ୍ଟି ହୋଇଥିବା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ର l
ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ତେବେ ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/10/01/untitled-2025-10-01-12-18-15.png)