ଭୁବନେଶ୍ବର: ସରିନି ବର୍ଷା ବିତ୍ପାତ। ଗଭୀର ଅବପାତ ଦାଉ ସାଧିବା ପରେ ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବା ଆଶଙ୍କା। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।
ଗଭୀର ଅବପାତ ଦାଉ ସାଧିବା ପରେ ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବା ଆଶଙ୍କା। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।
ଏବେ ସୁଦ୍ଧା ମୌସୁମୀ ଅଗ୍ରସର ଠାରୁ ଆରମ୍ଭ କରି ୧୬ଟି ଲଘୁଚାପ ଓଡ଼ିଶାକୁ ପ୍ରଭାବିତ କରିଥିବା ସୂଚନା ମିଳିଛି। ସେପଟେ ଓଡ଼ିଶା ଉପକୂଳ ଅତିକ୍ରମ କରିଥିବା ଗଭୀର ଅବପାତ କ୍ରମଶଃ ଦୁର୍ବଳ ହୋଇ ଅବପାତକୁ ବଦଳିଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/10/04/untitled-12-2025-10-04-11-21-32.jpg)