ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ତତ-ସଂଲଗ୍ନ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬  କିଲୋମିଟର ବ୍ୟାପିଛି।