ପୂଜାମଣ୍ଡପରେ ମହାଅଷ୍ଟମୀ: ଶ୍ରଦ୍ଧାଳୁଙ୍କ ଭିଡ଼

Advertisment

ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି।

ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି।

Untitled900

କଟକ: ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି।
କଟକ ଓ ରାଜଧାନୀ ସମେତ ବିଭିନ୍ନ ମଣ୍ଡପରେ ସକାଳୁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ସୁନ୍ଦର ସାଜସଜ୍ଜା ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ରହିଛି। ଏଣେ ଶକ୍ତିପୀଠରେ ମନ୍ତ୍ର ଓ ଧ୍ବନିରେ କମ୍ପୁଛି ପରିବେଶ। ସେଠାରେ ଚଣ୍ଡୀପାଠ କରାଯାଉଛି। ଅଧିକାଂଶ ଶକ୍ତିପୀଠରେ ବି  ଭକ୍ତଙ୍କ ସମାଗମ ହେଉଥିବା ଜଣାଯାଇଛି। କଟକର ଚଣ୍ଡୀ  ଓ ଗଡ଼ଚଣ୍ଡୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe