Mandi Opened, No Paddy Collected ସମ୍ବଲପୁରରେ ମଣ୍ଡି ଖୋଲିଲା, କିନ୍ତୁ ହେଲାନି ଧାନ ସଂଗ୍ରହ

ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ Paddy ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା ମଧ୍ୟ ଧାନ ଉଠି ପାରିଲା ନାହିଁ।

Untitled-5

mandi opened, but no paddy collected at sambalpur & kuchinda Photograph: (sambad.in)

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ ଧାନ ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା ମଧ୍ୟ ଧାନ ଉଠି ପାରିଲା ନାହିଁ।

ଧାନ ସଂଗ୍ରହ ଅନିଶ୍ଚିତତା ଜାରି

ନିର୍ଦ୍ଧାରିତ ସମୟ ସକାଳ ୮ଟାରେ  ମଣ୍ଡି ଖୋଲିଲା। ଚାଷୀ, ଯୋଗାଣ ଏବଂ ସମବାୟ କର୍ମଚାରୀ ପହଞ୍ଚିଥିଲେ। କିନ୍ତୁ ମିଲର ଆସି ନ ଥିଲେ। ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଚାଷୀ, ଯୋଗାଣ ବିଭାଗ ଏବଂ ମିଲରମାନଙ୍କ ମଧ୍ୟରେ ବୈଠକ  ହୋଇଥିଲା।

ଆହୁରି ପଢ଼ନ୍ତୁ:  6 More Accused Arrested ବାଲି ମାଫିଆଙ୍କ ଆକ୍ରମଣ ଘଟଣା: ବନ୍ଧା ହେଲେ ଆଉ ୬ ଅଭିଯୁକ୍ତ

 ମିଲରମାନେ ବୈଠକରୁ  ଅଧାରୁ ଉଠି ଯାଇଥିଲେ। ଫଳରେ ଧାନ ସଂଗ୍ରହ ଅନିଶ୍ଚିତତା ଜାରି ରହିଛି।

ଆହୁରି ପଢ଼ନ୍ତୁ: Odisha Assembly: ରାଜାଙ୍କୁ ଦେଖି ଅଟକିଗଲେ ରାଷ୍ଟ୍ରପତି: ସ୍ମୃତି ବଖାଣିଲେ ରାଜା ସ୍ବାଇଁ… କହିଲେ- ଆମର ଭାଇଭଉଣୀ ଭଳିଆ ସମ୍ପର୍କ ଥିଲା..

ଏଣେ କେବେ ପୁଣି ମଣ୍ଡି ଖୋଲିବ ଓ ମିଲରମାନେ ଧାନ ସଂଗ୍ରହ କରିବେ ତାକୁ ନେଇ ଚିନ୍ତାରେ ଚାଷୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe