ମାଲକାନଗିରି: ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ।
ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।
ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/15/new-project-37-2025-07-15-14-56-43.jpg)