ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ହତ୍ୟା କଲେ ମାଓବାଦୀ

Advertisment

ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।

ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।

New Project (37)

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ।

ବିଜାପୁରରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ପାରା ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।

ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି। ତେବେ ପୁଲିସ ପକ୍ଷରୁ ଏନେଇ ଯାଏଁ କୌଣସି ସୂଚନା ମିଳି ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe