ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି।
୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।
ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/21/53a9ad2c-f2f2-421b-8a4a-038a1febee46-2025-07-21-10-27-17.jpg)