ମାଲକାନଗିରି: ଛତିଶଗଡ଼ ବିଜାପୁରର ଭୈରବମଡ଼ ଥାନା କେଶମୁଣ୍ଡା ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ। ଟଙ୍ଗିଆ ସାହାଯ୍ୟରେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି।
ଘଟଣାଟି ଘଟିଛି ଛତିଶଗଡ଼ ବିଜାପୁରର ଭୈରବମଡ଼ ଥାନା କେଶମୁଣ୍ଡା ଗାଁରେ। ମାଓବାଦୀଙ୍କ ଦ୍ୱାରା ହତ୍ୟା କରଯାଇଥିବା ଯୁବକଙ୍କ ବୟସ ହେଉଛି ୪୧ ବର୍ଷ। ମାଓବାଦୀଙ୍କ ବିରୋଧରେ ସେ ପୁଲିସକୁ ସୂଚନା ଦେଉଥିବା ନେଇ ମାଓବାଦୀଙ୍କୁ ଖବର ମିଳିଥିଲା । ଏହାକୁ ନେଇ ଘରେ ପଶି ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ ।
ସୂଚନା ଆଧାରରେ, ଘଟଣାଟି ଘଟିଛି ଛତିଶଗଡ଼ ବିଜାପୁରର ଭୈରବମଡ଼ ଥାନା କେଶମୁଣ୍ଡା ଗାଁରେ। ମାଓବାଦୀଙ୍କ ଦ୍ୱାରା ହତ୍ୟା କରଯାଇଥିବା ଯୁବକଙ୍କ ବୟସ ହେଉଛି ୪୧ ବର୍ଷ। ମାଓବାଦୀଙ୍କ ବିରୋଧରେ ସେ ପୁଲିସକୁ ସୂଚନା ଦେଉଥିବା ନେଇ ମାଓବାଦୀଙ୍କୁ ଖବର ମିଳିଥିଲା । ଏହାକୁ ନେଇ ଘରେ ପଶି ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/01/27/7p7qNcz2zZXx2csvPTQE.jpg)