ନକ୍ସଲଙ୍କ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

Advertisment

ସୁରକ୍ଷା କର୍ମୀମାନେ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। 

Updated On

ସୁରକ୍ଷା କର୍ମୀମାନେ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। 

ଅଦ୍ୟତନ ହୋଇଛି
mk

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଗୋମଗୁଡ଼ା ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ଏହି କ୍ୟାମ୍ପର ସୁରକ୍ଷା କର୍ମୀ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି।

ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଗୋମଗୁଡ଼ା ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ଏହି କ୍ୟାମ୍ପର ସୁରକ୍ଷା କର୍ମୀ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। ଚକ୍ଷୁ ପରୀକ୍ଷଣ କିଟ୍ ସମେତ ନକ୍ସଲ ପୁସ୍ତକ,ଷ୍ଟେଥୋ, ଲୁହାଛଡ଼,ବିଦ୍ୟୁତ ତାର ଇତ୍ୟାଦି ବହୁ ସାମଗ୍ରୀ ଜବତ କରାଯାଇଛି। ଏହି ଚଢ଼ାଉରେ ସିଆରପିଏଫ ଓ କୋବ୍ରା ଯବାନ ସାମିଲ ଥିଲେ।

 ଚକ୍ଷୁ ପରୀକ୍ଷଣ କିଟ୍ ସମେତ ନକ୍ସଲ ପୁସ୍ତକ,ଷ୍ଟେଥୋ, ଲୁହାଛଡ଼,ବିଦ୍ୟୁତ ତାର ଇତ୍ୟାଦି ବହୁ ସାମଗ୍ରୀ ଜବତ କରାଯାଇଛି। ଏହି ଚଢ଼ାଉରେ ସିଆରପିଏଫ ଓ କୋବ୍ରା ଯବାନ ସାମିଲ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe