ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା।
ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା।
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ଖର୍ଚ୍ଚ ବଢାଇଲେ ସରକାର। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2024/11/30/crGmpYz29I7ZL4xRs6ZF.jpg)