ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର

Advertisment

ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ ନିଷ୍ପତ୍ତି ହୋଇଛି।

sdfg

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା। 

ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା। 

 ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ଖର୍ଚ୍ଚ ବଢାଇଲେ ସରକାର। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe