ଦାଦନ ଖଟିବାକୁ ତାମିଲନାଡ଼ୁ ଯାଇଥିଲେ ବାପପୁଅ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଉଭୟଙ୍କ ଜୀବନ

Advertisment

ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅର୍ନ୍ତଗତ କୁସକେଲା ପଞ୍ଚାୟତ ଡଙ୍ଗରପଡା ଗ୍ରାମର ଅଭିରାମ କଟା (୪୫) ଓ ଉତ୍ତମ କଟା (୨୦) ତାମିଲନାଡୁକୁ ଦାଦନ ଯାଇ ଜୀବନ ହାରିଛନ୍ତି। କୌଣସି କାରଣରୁ ବିଦ୍ୟୁତ୍ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିଲା।

Updated On

ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅର୍ନ୍ତଗତ କୁସକେଲା ପଞ୍ଚାୟତ ଡଙ୍ଗରପଡା ଗ୍ରାମର ଅଭିରାମ କଟା (୪୫) ଓ ଉତ୍ତମ କଟା (୨୦) ତାମିଲନାଡୁକୁ ଦାଦନ ଯାଇ ଜୀବନ ହାରିଛନ୍ତି। କୌଣସି କାରଣରୁ ବିଦ୍ୟୁତ୍ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିଲା।

ଅଦ୍ୟତନ ହୋଇଛି
467

647

ସିନ୍ଧେକେଲା: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅର୍ନ୍ତଗତ କୁସକେଲା ପଞ୍ଚାୟତ ଡଙ୍ଗରପଡା ଗ୍ରାମର ଅଭିରାମ କଟା (୪୫) ଓ ଉତ୍ତମ କଟା (୨୦) ତାମିଲନାଡୁକୁ ଦାଦନ ଯାଇ ଜୀବନ ହାରିଛନ୍ତି।

ଅଭିରାମ ଓ ଉତ୍ତମ ତାମିଲନାଡୁର ଧର୍ମପୁରୀ ଜିଲ୍ଲା ଅନ୍ତର୍ଗତ କୋଟାପଟ୍ଟି ଥାନା ଅଧୀନସ୍ଥ ଏସକେଏମ ଏନିମଲ ଫିଡ ଏଣ୍ଡ ଫୁଡ୍ ଇଣ୍ଡିଆ ଭିଏସ ଲିମିଟେଡରେ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। ତେବେ କୌଣସି କାରଣରୁ ବିଦ୍ୟୁତ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିଲା। ତାମିଲନାଡୁରୁ ସିନ୍ଧେକେଲା ପୁଲିସକୁ ଯୋଗାଯୋଗ କରାଯାଇଥିଲା। ଘଟଣାକୁ ନେଇ ମୃତକଙ୍କ ପରିବାରକୁ ଜଣାଇବା ପାଇଁ ଯୋଗାଯୋଗ କରାଯାଇଥିବା ସୁଚନା ମିଳିଛି।

ମିଳିଥିବା ସୁଚନାନୁଯାୟୀ, ଅଭିରାମ ଓ ଉତ୍ତମ ତାମିଲନାଡୁର ଧର୍ମପୁରୀ ଜିଲ୍ଲା ଅନ୍ତର୍ଗତ କୋଟାପଟ୍ଟି ଥାନା ଅଧୀନସ୍ଥ ଏସକେଏମ ଏନିମଲ ଫିଡ ଏଣ୍ଡ ଫୁଡ୍ ଇଣ୍ଡିଆ ଭିଏସ ଲିମିଟେଡରେ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। ତେବେ କୌଣସି କାରଣରୁ ବିଦ୍ୟୁତ୍ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିଲା। ତାମିଲନାଡୁରୁ ସିନ୍ଧେକେଲା ପୁଲିସକୁ ଯୋଗାଯୋଗ କରାଯାଇଥିଲା। ଘଟଣାକୁ ନେଇ ମୃତକଙ୍କ ପରିବାରକୁ ଜଣାଇବା ପାଇଁ ଯୋଗାଯୋଗ କରାଯାଇଥିବା ସୁଚନା ମିଳିଛି। ତେବେ ସେଠାରେ ଶବ ବ୍ୟବଚ୍ଛେଦ ହେବାପରେ ଓଡ଼ିଶାକୁ ଉଭୟଙ୍କ ମୃତଶରୀର ପଠାଯିବ ବୋଲି ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe