ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକଙ୍କ ଜୀବନ

Advertisment

ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ କସବା ଜୟପୁର ପଞ୍ଚାୟତ ଜିରିତାଳ ଗ୍ରାମର ପ୍ରଭାକର ମହାରଣାଙ୍କ ନାବାଳକ ପୁଅ ଆୟୁଷ ମହାରଣା (୧୨)ଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଆୟୁଷ ନବମ ଶ୍ରେଣୀର ଛାତ୍ର।

ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ କସବା ଜୟପୁର ପଞ୍ଚାୟତ ଜିରିତାଳ ଗ୍ରାମର ପ୍ରଭାକର ମହାରଣାଙ୍କ ନାବାଳକ ପୁଅ ଆୟୁଷ ମହାରଣା (୧୨)ଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଆୟୁଷ ନବମ ଶ୍ରେଣୀର ଛାତ୍ର।

Dead

ଖନ୍ତାପଡ଼ା: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ କସବା ଜୟପୁର ପଞ୍ଚାୟତ ଜିରିତାଳ ଗ୍ରାମର ପ୍ରଭାକର ମହାରଣାଙ୍କ ନାବାଳକ ପୁଅ ଆୟୁଷ ମହାରଣା (୧୨)ଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଆୟୁଷ ନବମ ଶ୍ରେଣୀର ଛାତ୍ର।

ଘଟଣା ମୁତାବକ ଆୟୁଷ ଆଜି ସକାଳେ ଗଛରେ ପାଣି ଦେଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି। ନାବାଳକଙ୍କର ମୃତ୍ୟୁ ଖବର ଜାଣିବା ପରେ ମେଡିକାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। 

ଆୟୁଷ ଆଜି ସକାଳେ ଗଛରେ ପାଣି ଦେଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି। ନାବାଳକଙ୍କର ମୃତ୍ୟୁ ଖବର ଜାଣିବା ପରେ ମେଡିକାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। 

 ଆୟୁଷ ନବମ ଶ୍ରେଣୀର ଛାତ୍ର ବୋଲି ଜଣା ପଡ଼ିଛି। ଏପଟେ ନାବାଳକଙ୍କର ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଘଟଣା ବାବଦରେ ଖନ୍ତାପଡ଼ା ପୁଲିସ ଖବର ପାଇ ମେଡିକାଲରେ ପହଞ୍ଚି ଶବ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe