କୁଚିଣ୍ଡାରେ ଅଖିମୁଠି ଅନୁକୂଳ କଲେ ମନ୍ତ୍ରୀ ରବିନାରାୟଣ ନାୟକ

Advertisment

ଜିଲ୍ଲା କୃଷି ବିଭାଗ କୁଚିଣ୍ଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି।

ଜିଲ୍ଲା କୃଷି ବିଭାଗ କୁଚିଣ୍ଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି।

ୂର

କୁଚିଣ୍ଡା: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଭୋଜପୁର ଠାରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ସହିତ ଅକ୍ଷୟ ତୃତୀୟା ମହାସମାରୋହରେ ପାଳନ କରାଯାଇଛି। ଜିଲ୍ଲା କୃଷି ବିଭାଗ କୁଚିଣ୍ଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗଦାନ କରି ଅଖିମୁଠି ହାତରେ ଧରି ଲଙ୍ଗଳ ଚଲାଇ ୨୦୨୫ ଖରିଫ ଧାନ ଚାଷ ଆରମ୍ଭ କରିଥିଲେ।

ଜିଲ୍ଲା କୃଷି ବିଭାଗ କୁଚିଣ୍ଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗଦାନ କରି ଅଖିମୁଠି ହାତରେ ଧରି ଲଙ୍ଗଳ ଚଲାଇ ୨୦୨୫ ଖରିଫ ଧାନ ଚାଷ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଲିରାମ ବୋନ୍ଦର, କୁଚିଣ୍ଡା ଉପ ଜିଲ୍ଲାପାଳ ଡକ୍ଟର ଗୈାରବମୟ ପ୍ରଧାନ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀ ଜିଲ୍ଲା ଓ କୁଚିଣ୍ଡା କୃଷି ଜିଲ୍ଲା ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖଙ୍କ ସହିତ ଶତାଧିକ ଜନ ସାଧାରଣଙ୍କ ସମାଗମ ଦେଖିବାକୁ ମିଳିଥିଲା।

zx

ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଲିରାମ ବୋନ୍ଦର, କୁଚିଣ୍ଡା ଉପ ଜିଲ୍ଲାପାଳ ଡକ୍ଟର ଗୈାରବମୟ ପ୍ରଧାନ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀ ଜିଲ୍ଲା ଓ କୁଚିଣ୍ଡା କୃଷି ଜିଲ୍ଲା ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖଙ୍କ ସହିତ ଶତାଧିକ ଜନ ସାଧାରଣଙ୍କ ସମାଗମ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ଅତିଥିମାନେ ଚାଷୀଙ୍କୁ ଚାଷ ସମ୍ବନ୍ଧୀୟ ବିଭିନ୍ନ ପରାମର୍ଶ ପ୍ରଦାନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe