ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ କରି ୩ ଦିନ ଭିତରେ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

suresh pujari

ଭୁବନେଶ୍ବର: ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

 ସେ କହିଛନ୍ତି, ପ୍ରାଥମିକ ଆକଳନ କରି ୩ ଦିନ ଭିତରେ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ଧାନ ବକ୍ରିଯୋଗ୍ୟ ହେଲେ ସେନେଇ ପଦକ୍ଷେପ ନିଆଯିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe