ନିଜ ଦେହରେ ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ , କାରଣ ଅସ୍ପଷ୍ଟ

Advertisment

ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି।

Untitled

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି।

ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି।

ତେବେ ଏଯାଏ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି। ତାଙ୍କ ବାପା ଦାଦନ ଖଟିବାକୁ ଯାଇଥିବା ବେଳେ ପୀଡ଼ିତା ନିଜ ମାମୁଘରେ ରହି ପାଠପଢ଼ୁଥିବା ଜଣାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe